କେନ୍ଦ୍ରାପଡ଼ା,୭ା୧:କେନ୍ଦ୍ରାପଡ଼ା ଶିକ୍ଷା ଜିଲ୍ଲା ଅନ୍ତର୍ଭୁକ୍ତ ପିଏମଶ୍ରୀ କୋରୋ ପଞ୍ଚାୟତ ସଂଯୁକ୍ତ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ପିଏମଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ସୋମନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହକୁ ଓଡ଼ିଶା ବିଧାନସଭାର ପ୍ରାକ୍ତନ ସଚିବ ତଥା ବିଶିଷ୍ଟ ସାହିତ୍ୟିକ ଦାଶରଥି ଶତପଥୀ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦ୍ଘାଟନ କରି କହିଥିଲେ ଆମକୁ ଯେଉଁ ଶିକ୍ଷାନୁଷ୍ଠାନ ସମାଜରେ ପ୍ରତିଷ୍ଠିତ କରି ଛିଡା କରାଇଛି ଆମେ ତାକୁ କେଭେବି […]
featured
କେନ୍ଦ୍ରାପଡ଼ା,୬ା୧:କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ ଆକ୍ରମଣ ଘଟଣାରେ ରାଜ୍ୟ ସରକାରଙ୍କ ନିରବତାକୁ ନେଇ ସବୁ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଆକ୍ରମଣ କରିଥିବା ବିଜେପି ନେତା ଲଳିତ ବେହେରାଙ୍କୁ ସରକାର ଘଣ୍ଟ ଘୋଡାଉଛନ୍ତି। ଏହା ଗଣତନ୍ତ୍ର ପାଇଁ ଏକ ମହାବିପଦ । କାରଣ ଆଇନ୍କୁ ଯିଏ ହାତକୁ ନେବ ସିଏ ଆଇନ୍ ଅନୁଯାୟୀ ଦଣ୍ଡିତ ହେବା ଆବଶ୍ୟକ। ହେଲେ ରାଜନଗର ବିଡିଓ ତଥା ଜଣେ ମହିଳା ପ୍ରାଶାସନିକ […]
କେନ୍ଦ୍ରାପଡ଼ା,୫ା୧:ରାଜ୍ୟ ବ୍ୟାପି ପାଣି ପଞ୍ଚାୟତ ପକ୍ଷ-୨୦୨୬ ଜାନୁଆରୀ ୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି। ଏହି କ୍ରମରେ କେନ୍ଦ୍ରାପଡ଼ା ଜିଲ୍ଲା ଜଳସମ୍ପଦ ବିଭାଗ ପକ୍ଷରୁ ଆୟୋଜିତ ଏକ ସଚେତନତା ରଥକୁ ଜିଲ୍ଲାପାଳ ରଘୁରାମ ଆର. ଆୟର ମଙ୍ଗଳବାର ପୂର୍ବାହ୍ନରେ ଶୁଭ ଉଦଘାଟନ କରିଛନ୍ତି। ଉକ୍ତ ସଚେତନତା ରଥ ଜିଲ୍ଲାର ସମସ୍ତ ବ୍ଲକ ମୁଖ୍ୟାଳୟ ସମେତ ପ୍ରମୁଖ ସେଚ ଅଞ୍ଚଳ ମାର୍ଗ ଦେଇ ପାଣି ପଞ୍ଚାୟତର ସଫଳତା ତଥା […]
ପଟ୍ଟାମୁଣ୍ଡାଇ ତା୬/୧-ରାଜ୍ୟ ସରକାରଙ୍କ ଜଳସଂପଦ ବିଭାଗ ଓ କେନ୍ଦ୍ରାପଡ଼ା ଉଠାଜଳସେଚନ ନିଗମ ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ଉଠାଜଳସେଚନ ନିଗମ ଉପଖଣ୍ଡ ସନ୍ନିକଟ ମଙ୍ଗଳା ମଣ୍ଡପରେ ବିଭାଜନସ୍ତରୀୟ ପାଣି ପଚାଂୟତ ପକ୍ଷ ପାଳିତ ହୋଇଯାଇଛି । କେନ୍ଦ୍ରାପଡ଼ା ଉଠାଜଳସେଚନ ବିଭାଗ ନିର୍ବାହୀଯନ୍ତ୍ରୀ ଇଂ ପ୍ରଦୀପ କୁମାର ସ୍ୱାଇଁଙ୍କ ପୌରହିତ୍ୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଜିଲ୍ଲା କୃଷି ଅଧିକାରୀ ସୁରେଶ ଚନ୍ଦ୍ର ମଲିକ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପାଣି ପଚାଂୟତର ଭୂମିକା ଓ […]
କେନ୍ଦ୍ରାପଡ଼ା,୫ା୧:ଯୁକ୍ତରାଷ୍ଟ୍ର ଆମେରିକାର ନବ-ସାମ୍ରାଜ୍ୟବାଦୀ ଟ୍ରଷ୍ଟ ପ୍ରଶାସନ ଗତ ଶନିବାର ମଧ୍ୟରାତ୍ରରେ ଦକ୍ଷିଣ-ଆମେରିକୀୟ ରାଷ୍ଟ୍ର ଭେନ୍ଜୁଏଲା ଉପରେ ଅତର୍କିତ ଆକ୍ରମଣ କରି ସେହି ରାଷ୍ଟ୍ରର ନିର୍ବାଚିତ ରାଷ୍ଟ୍ରପତି ନିକୋଲାସ ମାଡୁରୋ ଏବଂ ତାଙ୍କ ସହଧର୍ମିଣୀଙ୍କୁ ଅପହରଣ କରି ନେବା ବିରୋଧରେ ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସଂଘ (ଇସ୍କଫ୍) ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ସଂଗଠନର ଜିଲ୍ଲା ସଭାପତି ଡ. ବାସୁଦେବ ଦାସଙ୍କ ପରିଚାଳନାରେ ପବ୍ଲିକ ରିଡିଙ୍ଗ୍ ରୁମ୍ ପରିସରରେ […]
ପଟ୍ଟାମୁଣ୍ଡାଇ ୫/୧-ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ସଭାପତି ଗୋପୀବଲ୍ଲଭ ନାୟକ, ସମ୍ପାଦକ ଗୋପୀନାଥ ତ୍ରିପାଠୀ,ଆମ୍ଭେଦକର ସ୍ମୃତି ସଂସଦ ସଭାପତି ବାରେଣୀ ସେଠୀ ପ୍ରମୁଖ ଏକ ପ୍ରତିନିଧିଦଳ ଆଜି ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭଯୋଗ ଶୁଣାଣୀରେ ଏକ ସାତ ଦଫା ଦାବି ପତ୍ର ପ୍ରଦାନ କରିଛନ୍ତି । ସେଥି ମାଧ୍ୟରୁ ପଟ୍ଟାମୁଣ୍ଡାଇରେ ଶବ ବ୍ୟବଛେଦ ଗୃହ ଖୋଲିବା, ୧୯ନଂ ୱାର୍ଡରେ ଭଡାରେ ଚାଲୁଥିବା ସହରାଞ୍ଚଳ […]
କେନ୍ଦ୍ରାପଡା ଜିଲା ବ୍ରାହ୍ମଣୀ ନଦୀର ଅମୃତମଣୋହୀ ଘାଟରୁ ବେଆଇନ ଭାବେ ବାଲି ଉତୋଳନ ସାଙ୍ଗକୁ ଚାଲାଣ ନେଇ ଗ୍ରାମବାସୀ ଜିଲାପାଳ ଓ ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣିରେ ଅଭିଯୋଗ କରିଛନ୍ତି। ସେମାନେ ଦର୍ଶାଇଛନ୍ତି ନଦୀ ଗର୍ଭରୁ ଜେସିବି ସହାୟତାରେ ବେଆଇନ ବାଲି ଉତୋଳନ ପାଇଁ ନଦୀ ପଠା କ୍ଷୟ ହୋଇ ସଂଳଗ୍ନ ଗ୍ରାମ ପ୍ରତି ବିପଦ ସୃଷ୍ଟି କରୁଛି। ସ୍ଥାନୀୟ ପ୍ରଶାସନ ଦେଇଥିବା ଟ୍ରାନ୍ଜିଟ ପାସର ଦୂରୁପଯୋଗରେ ବାଲି ଲିଜଧାରୀ […]
କେନ୍ଦ୍ରାପଡ଼ା, ୫/୧-ପଟ୍ଟାମୁଣ୍ଡାଇ ପଂଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛିି। ଏହି ଅଭିଯୋଗ ଗୁଡିକର ତ୍ୱରିତ ସମାଧାନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଜିଲାପାଳ ରଘୁରାମ ଆର. ଆୟାର ଅଧ୍ୟକ୍ଷତା କରିଥିବା ବେଳେ ଶିବିରରେ ମୋଟ ୧୦୮ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସେଥି ମଧ୍ୟରୁ ୯୩ଟି ବ୍ୟକ୍ତିଗତ ଓ ୧୫ଟି […]
ପଟ୍ଟାମୁଣ୍ଡାଇ ତାଳୁକ ଆଇନ ସେବା ସମିତିର ଆଇନ ସଚେତନତା ପଟ୍ଟାମୁଣ୍ଡାଇ ୫/୧ -ପଟ୍ଟାମୁଣ୍ଡାଇ ତାଳୁକ ଆଇନ ସେବା ସମିତି ତରଫରୁ କୋର୍ଟ ପରିସରରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ତାଳୁକ ଆଇନ ସେବାସମିତି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲା ଦୌରାଜଜ୍ ବିଦ୍ୟାଧର ପୃଷ୍ଟି ପୌରହିତ କରି ଉପସ୍ଥିତ ଛାତ୍ରୀଛାତ୍ର ମାନଙ୍କୁ କହିଥିଲେ ଯେ, ଯୁବ ସମାଜ ହେଉଛି ରାଷ୍ଟ୍ରର ମେରୁଦଣ୍ଡ। ରାଷ୍ଟ୍ରର ବିକାଶରେ ସେମାନଙ୍କ ଭୂମିକା […]
ପଟ୍ଟାମୁଣ୍ଡାଇ ତା ୪/୧- ଦେଶ ବିକାଶରେ ଆଇନ ବ୍ୟବସ୍ଥାର ସଫଳ କାର୍ଯ୍ୟକାରିତା ଗୁରୁତ୍ୱପୂର୍ଣ୍ଣ। ପ୍ରଚଳିତ ଆଇନ ବ୍ୟବସ୍ଥା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇପାରିଲେ ହିଁ ଜନସାଧାରଣ ଆବଶ୍ୟକ ଆଇନଗତ ସହାୟତା ସହଜରେ ପାଇପାରିବେ। ଆଉ ବିଚାର କାର୍ଯ୍ୟ ଶୀଘ୍ର ହେବା ଦ୍ୱାରା ବହୁ ଅର୍ଥ ଅପଚୟ ରୋକିହେବ ବୋଲି ପଟ୍ଟାମୁଣ୍ଡାଇ ସରସ୍ୱତୀ ଶିଶୁ ମନ୍ଦିର ଠାରେ ଆୟୋଜିତ ଆଇନ ସଚେତନତା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜଜ ବିଦ୍ୟାଧର ପୃଷ୍ଟି ପ୍ରକାଶ […]

