हमारे देश में कुल विश्वविद्यालयों की संख्या 821 है। इनमें से 367 राज्य सरकारों के, 49 केंद्र सरकारों के, 123 डीमज विश्वविद्यालय और 282 निजी विश्वविद्यालय हैं। संख्या की दृष्टि से भारत जैसे विशाल देश में यह संख्या बहुत कम है। इसके अलावा, विश्वविद्यालयों की गुणवत्ता अच्छी नहीं है, विश्व […]

   भुवनेश्वर 21/11 – पट्टामुंन्डाइ सहर को  सौंदर्यीकरण के नाम पर हो रहे तमाशे को लेकर लोगों में नाराजगी बढ़ गई है। हालांकि अलग-अलग कामों में पैसे की भारी हेराफेरी हो रही है, लेकिन अफसोस की बात है कि पौरपालिका इस पर ध्यान नहीं दे रही है। शहरी इलाका में […]

କେନ୍ଦ୍ରାପଡ଼ା,୨୨ା୧୧:ସମାଜସେବୀ ଡ. ପ୍ରତାପ ଚନ୍ଦ୍ର ଦାସଙ୍କୁ ଅଟ୍ଟଳ ଓଡିଶା ଆଇକନ୍ ଆୱାର୍ଡ- ୨୦୨୫ ପ୍ରଦାନ କରାଯାଇଛି। ଏହି ଉପଲକ୍ଷେ କଟକସ୍ଥିତ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଅଟ୍ଟଳ ସ୍ମୃତି କମିଟି ପକ୍ଷରୁ ଆୟୋଜିତ ଉତ୍ସବରେ କେନ୍ଦ୍ରାପଡା ମାଟିର ପୁଅ ଆଇନଜୀବୀ ଡ. ପ୍ରତାପ ଦାସଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି। ଅଟ୍ଟଳ ସ୍ମୃତି କମିଟି ସଭାପତି ପ୍ରହଲ୍ଲାଦ ଖଣ୍ଡେଲୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ କେନ୍ଦ୍ର ଜନଜାତି କଲ୍ୟାଣ […]

भुवनेश्वर २१/११ शहरी और ग्रामीण इलाकों की छिपी हुई उभरती खेल प्रतिभाओं को सामने लाने के लिए केंद्र सरकार के फिट इंडिया प्रोग्राम को नेशनल स्पोर्ट्स डे से संसद खेल महोत्सव के ज़रिए रजिस्टर किया गया है। इसी सिलसिले में सोमवार से ओडिशा के पट्टामुंन्डाइ इलाके के नगर परिषद के […]

ଦେରାବିଶ ୨୧/୧୧ ଲୋକମତ ବ୍ୟୁରୋ-କୃଷି ଭିତିକ ସେବା, ଋଣ ପ୍ରଦାନ, ଜୀବିକା ସହାୟତା କ୍ଷେତ୍ରରେ ସମବାୟ ଅନୁଷ୍ଠାନର ଉଲ୍ଲେଖନୀୟ ଅବଦାନ ରହିଛି । ସମବାୟ ଅନୁଷ୍ଠାନକୁ ଆର୍ଥିକ ଭାବେ ଆତ୍ମନିର୍ଭର କରିବା ସହ ଏହି ନୀତି ଓଡ଼ିଶାର ସମବାୟ ଆନ୍ଦୋଳନକୁ ଅଧିକ କ୍ରିୟାଶୀଳ ଓ ଡିଜିଟାଲ୍ ଭାବେ ସଶକ୍ତ କରିବା ପାଇଁ ଭାଜପା ସରକାରଙ୍କ ଦ୍ୱାରା ପ୍ରଚେଷ୍ଠା ଜାରି ରହିଛି । ଏହା ଫଳରେ ୨୦୪୭ ସୁଦ୍ଧା ବିକଶିତ ଭାରତ […]

କେନ୍ଦ୍ରାପଡ଼ା,୧୯ା୧୧:କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ ପକ୍ଷରୁ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରାଗାନ୍ଧୀଙ୍କ ୧୦୯ତମ ଜୟନ୍ତୀ ପାଳିତ ହୋଇଯାଇଛି। କଜଳାସ୍ଥିତ ଜିଲ୍ଲା କଂଗ୍ରେସ ଭବନରେ ପୂର୍ବତନ ଜିଲ୍ଲା କଂଗ୍ରେସ ସଂଯୋଜକ ପ୍ରଫୁଲ୍ଲ କୁମାର ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ଉତ୍ସବରେ ବରିଷ୍ଠ କଂଗ୍ରେସ ନେତା ଫକୀର ଚରଣ ଖଟୁଆ, ରାଜକନିକା ବ୍ଲକ ସଭାପତି ରବିନାରାୟଣ ବେହେରା, ପୂର୍ବତନ ବ୍ଲକ କଂଗ୍ରେସ ସଭାପତି ଭାଗିରଥୀ ଜେନା, ଆଳି ବ୍ଲକ କଂଗ୍ରେସ ସଭାପତି ମଙ୍ଗୁଳି ଚରଣ […]

କେନ୍ଦ୍ରାପଡ଼ା,୧୯ା୧୧:କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଆର୍ଥିକ ପ୍ରତିଷ୍ଠାନ କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କ ରାଜ୍ୟ ସ୍ତରରେ ପୁରସ୍କୃତ ହୋଇଛି। ରାଜ୍ୟ ସମବାୟ ୟୁନିଅନ ଆନୁକୂଲ୍ୟରେ ୭୨ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ରାଜ୍ୟ ସମବାୟ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟ ସ୍ତରୀୟ ଉତ୍ସବରେ କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କକୁ ସମବାୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଓ ସେବା ପାଇଁ ଦ୍ୱିତୀୟ ପୁରସ୍କାର ପ୍ରଦାନ କରାଯାଇଛି। […]

କେନ୍ଦ୍ରାପଡ଼ା,୧୮ା୧୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମର ବଟପଡିଆରେ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟ ଆନୁକୂଲ୍ୟରେ ୬ନମ୍ବର ଜିଲ୍ଲା ପରିଷଦ ଜୋନ ସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ମଙ୍ଗଳବାର ଉଦଘାଟିତ ହୋଇଯାଇଛି। ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଦାସଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉଦାଘାଟନୀ ଉତ୍ସବରେ ସାଂସଦ ଖେଳ ମହୋତ୍ସବର ଜିଲ୍ଲା ସହ ସଂଯୋଜକ ଅମିତାଭ ସୁଆର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ […]

1

ପଟ୍ଟାମୁଣ୍ଡାଇ ବ୍ଲକ ଡାମରପୁର ହରେକୃଷ୍ଣ ହାଇସ୍କୁଲର୧୯୭୭ ବ୍ୟାଚର ବନ୍ଧୂ ମିଳନ ,   ଦୁରେଇ ଦୁରେଇ ଯାଉଛି ଗୁରୁ ଶିଷ୍ୟର ସମ୍ପର୍କ । ସେଦିନ ପରି ଗୁରୁଙ୍କୁ ଭକ୍ତି କରୁନି ଛାତ୍ର ଆଉ ଛାତ୍ର ମଧ୍ୟ ଗୁରୁଙ୍କ ସ୍ନେହ ଶ୍ରଦ୍ଧାରୁ ବଞ୍ଚିତ ହେବାରେ ଲାଗିଛି । କିନ୍ତୁ ଆପଣ ଜାଣି ବିଶ୍ମିତ ହେବେ କି ୪୮ ବର୍ଷ ଧରି ସ୍କୁଲ ଛାଡି ଥିବା ବୟବୃଦ୍ଧ ଛାତ୍ର ମାନେ ଏବେ ସେମାନଙ୍କ […]

ଶ୍ରୀବଳଦେବଜୀଉ ମନ୍ଦିର ଉନ୍ନୟନ ପ୍ରକଳ୍ପର ସମୀକ୍ଷା କଲେ ଆଇନମନ୍ତ୍ରୀ କେନ୍ଦ୍ରାପଡ଼ା,୧୬ା୧୧:କେନ୍ଦ୍ରାପଡ଼ାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ମନ୍ଦିରର ଐତିହ୍ୟ,ସଂସ୍କୃତି, ପର୍ଯ୍ୟଟନ ଓ ଭକ୍ତଙ୍କ ଭାବାବେଗ ଦୃଷ୍ଟିରୁ ଏକ ସ୍ୱତନ୍ତ୍ରତା ରହିଛି। ମନ୍ଦିରର ପୂଜାବିଧି ଓ ପରମ୍ପରା ମଧ୍ୟ ଅନେକ ଜଗନ୍ନାଥପ୍ରେମୀଙ୍କୁ ଆକୃଷ୍ଟ କରିଥାଏ। ବର୍ତ୍ତମାନ ସମୟରେ ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନତି ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ରହିଛନ୍ତି। ଶ୍ରୀଜୀଉଙ୍କ ମନ୍ଦିର ଓ ପାରିପାଶ୍ୱର୍ିକ ଉନ୍ନତିକରଣ ପାଇଁ ରାଜ୍ୟ ସରକାର ଶହେ […]

Breaking News