ପଟ୍ଟାମୁଣ୍ଡାଇ ତା ୩୧/୫- ପଟ୍ଟାମୁଣ୍ଡାଇ କଲେଜର ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁ ଓ ପ୍ରାଧ୍ୟାପକ ରଂଜିତ ସେନାପତି ଶନିବାର ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି । ଉଭୟ ବିଦାୟୀ ଅଧ୍ୟକ୍ଷ ପ୍ରଫେସର ଭୂୟାଁ ଓ ପ୍ରାଧ୍ୟାପକ ସେନାପତିଙ୍କୁ କଲେଜ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏଥି ସହିତ ପଟ୍ଟାମୁଣ୍ଡାଇ କଲେଜର ନୂତନ ଅଧ୍ୟକ୍ଷ ଭାବେ ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ପ୍ରଫେସର ଡ଼ ଦୁଃଶାସନ ପରିଡା […]

ପଟ୍ଟାମୁଣ୍ଡାଇ ୩୧/୫- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ଗ୍ରାମର ଆରାଧ୍ୟ ଦେବାତା ଶ୍ରୀଶ୍ରୀ ଗୁପ୍ତେଶ୍ୱର ମହାଦେବ ମନ୍ଦିରରେ ଶୀତଳ ଷଷ୍ଠୀ ଯାତ୍ରା ପାଳିତ ଅବସରରେ ଶନିବାର ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ମହୋତ୍ସବ ଦେବ ରିତୀକ୍ରାନ୍ତି ଅନୁସାରେ ପାଳିତ ହୋଇଯାଇଛି। ମନ୍ଦିରର ପରମ୍ପରାକୁ ନେଇ ପ୍ରଥମେ ମଙ୍ଗଳନ ଓ ପଞ୍ଚଦେବତା ପୁଜା କରିବା ପରେ ଗୋଧୁଳି ଲଗ୍ନରେ ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଥିଲା । […]

କେନ୍ଦ୍ରାପଡ଼ା,୩୦ା୫: ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୂଲ୍ୟରେ ସ୍ଥାନୀୟ ନାନକାର ପଞ୍ଚାୟତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ପିଏଲ୍ ଓ ପିଭଏସ୍‌ର କାର୍ଯ୍ୟକାରିତା ଓ ବସ୍ତି ବାସିନ୍ଦା ପାଇଁ ଆଇନକାନୁନ୍ ଓ ନିୟମାବଳୀ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରାଧିକରଣର ସଚିବ ସନ୍ତୋଷ କୁମାର ମହାପାତ୍ର ଯୋଗଦେଇ ପିଏଲ୍ ଓ ପିଭଏସ୍‌ର କାର୍ଯ୍ୟକାରିତା ଓ ଏହାର ସୁଯୋଗ କିପରି ସାଧାରଣ ଆର୍ଥିକ ଅନଗ୍ରସର ବ୍ୟକ୍ତିମାନେ […]

ଡିହାପଡା ଓ ବଡମୁଳବସନ୍ତରେ ବିକଶିତ କୃଷି ସଂକଳ୍ପ ଅଭିଯାନ   ପଟ୍ଟାମୁଣ୍ଡାଇ ୩୦/୫ -କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଭାରତ ସରକାର ତଥା ଓଡିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ସରକାରଙ୍କ ଲୋକାଭିମୂଖ୍ୟ କାର୍ଯ୍ୟକ୍ରମ ବିକଶିତ କୃଷି ସଂକଳ୍ପ ଅଭିଯାନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଗୁରୁବାର ପଟ୍ଟାମୁଣ୍ଡାଇ ବ୍ଲକ ଡିଆପଡା ଓ ବଡମୁଳବସନ୍ତ ପଂଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ନ ସଢେ ୯ରେ ଡିଆପଡା ପଂଚାୟତ କାର୍ଯ୍ୟଳାୟ ଠାରେ […]

କେନ୍ଦ୍ରାପଡ଼ା ତା ୩୦/୫- ଶୁକ୍ରବାର ଅପରାହ୍ନରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୁଅ ସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ କୋରୋ ସ୍ଥିତ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ସତୀର୍ଥର ମିଳିତ ଆନୁକୂଲ୍ୟରେ କଳା ନିକେତନର ଅକ୍ଷୟ ମହାନ୍ତି କକ୍ଷରେ ଗଣକବି ଗୋପାଳ ଦାଶଙ୍କ ପୁଣ୍ୟ ୧୪୯ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ସଙ୍ଗୀତ ନିର୍ଦ୍ଦେଶକ ବିମଳ ପ୍ରସାଦ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଭବ୍ୟ କାର୍ଯ୍ୟକ୍ରମରେ […]

କେନ୍ଦ୍ରାପଡ଼ା,୩୦ା୫: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଅନ୍ତର୍ଗତ ବଉଳକଣି ପଞ୍ଚାୟତରେ ଗତ ୨୦୧୭, ୨୦୧୮, ୨୦୧୯, ୨୦୨୦ ଓ ୨୦୨୧ ମସିହାରେ ବଉଳକଣି ପଞ୍ଚାୟତର ସରପଞ୍ଚ ସୁଜାତା ସାମଲଙ୍କ ସ୍ୱାମୀ ଅମରେନ୍ଦ୍ର ସାମଲ ସରକାରୀ କର୍ମଚାରୀଙ୍କ ସହ ମିଶି ବଉଳକଣି ପଞ୍ଚାୟତର ଅର୍ଥ ତୋଷରପାତ କରିଥିବା ଅନୁଭବ କରିବା ସହିତ ଆର୍‌.ଟି.ଆଇ ଆକ୍ଟ ଅନୁଯାୟୀ ବଉଳକଣି ପଞ୍ଚାୟତବାସୀମାନେ ଅଭିଯୁକ୍ତଙ୍କୁ ତଥ୍ୟ ମାଗିଥିଲେ । କାଳକ୍ଷେପଣ ଏବଂ ଟାଳଟୁଳ ନୀତି ଅବଲମ୍ବନ […]

କେନ୍ଦ୍ରାପଡ଼ା, ୨୯.୦୫.୨୦୨୫, ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିପରି ପ୍ରସ୍ତୁତ ରହି ତାହାର ପରିଚାଳନା କରିବା ସଂକ୍ରାନ୍ତୀୟ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ଦୁର୍ବଳ ନଦୀ ବନ୍ଦର ସ୍ଥିତି ଓ ଏହାର ମରାମତି, […]

କେନ୍ଦ୍ରାପଡ଼ା, ୨୯.୦୫, ଆସନ୍ତା ଜୁନ ମାସ ୨ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରାପଡ଼ା ଗସ୍ତ ଆସିବେ ।ଏନେଇ ଗୁରୁବାର ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ପ୍ରାକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ମହାକାଳପଡ଼ା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ, ବିଜେପି ଜିଲ୍ଲାସଭାପତି ଶଶାଙ୍କ ଶେଖର ସେଠୀ, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମଲ୍ଲିକ, ଅତିରିକ୍ତ ଆରକ୍ଷୀ […]

କେନ୍ଦ୍ରାପଡ଼ା,୨୯ା୫: ମହାରାଷ୍ଟ୍ର, ଛତିଶଗଡ ରାଜ୍ୟ ଢାଞ୍ଚାରେ ଓଡିଶାର ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ଆଇନ, ପେନସନ୍‌, ଅନୁକମ୍ପା ରାଶି ୮ଲକ୍ଷକୁ ବୃଦ୍ଧି, ସ୍ୱାସ୍ଥ୍ୟ ବୀମା ୧୦ଲକ୍ଷକୁ ବୃଦ୍ଧି କରିବା ଦାବିରେ ଓଡିଶା ସାମ୍ବାଦିକ ୟୁନିୟନ ନେତୃତ୍ୱରେ କେନ୍ଦ୍ରାପଡା ଜିଲ୍ଲା ସାମ୍ବାଦିକ ସଂଘ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇବା ପାଇଁ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଛନ୍ତି । ସାମ୍ବାଦିକମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏହି ଦାବିକୁ ନେଇ ସ୍ଲୋଗାନ ଦେବା ସହିତ […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଥିବା ସରକାରୀ କାର୍ଯ୍ୟାଳୟ ଗୁଡିକରେ ଅବ୍ୟବସ୍ଥା ଦେଖା ଦେଇଛି । ସରକାର ବିଭିନ୍ନ ବିଭାଗ ମାଧ୍ୟମରେ ଅଧିକାରୀ ଓ କର୍ମଚାରୀ ରଖି ତଦାରଖ ଦାୟୀତ୍ୱ ଦେଇଛନ୍ତି । ହେଲେ ଅଧିକାରୀ ଓ କର୍ମଚାରୀ ନିଜ କାର୍ଯ୍ୟରେ ଅବହେଳା, ଅନିୟମିତତା, ସରକାରୀ ଅର୍ଥର ଦୂରୁପଯୋଗ ଏବଂ ପରିଚାଳନାଗତ ତ୍ରୁଟି କରୁଥିବା ଦେଖିବାକୁ ମିଳିଛି । ଲୋକେ ଅଭିଯୋଗ କଲେ ମଧ୍ୟ ଅଣଦେଖା କରାଯାଉଛି । ଫଳରେ […]