କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦର ବିଭିନ୍ନ ୱାର୍ଡ଼ର ଡ୍ରେନେଜ୍ ଓ ରାସ୍ତାଘାଟ ବିପର୍ଯ୍ୟସ୍ତ ଅବସ୍ଥାରେ ପଡିଛି । ନାଁ ଡ୍ରେନ୍ ସଫେଇ ହେଉଛି, ନା ରାସ୍ତାଘାଟର ଖାଲଖମା ମରାମତି ହେଉଛି । ମଶା, ମାଛି ପୋକ ଜୋକ ଘରେ ପଶିଲେଣି । ସରକାର ସହରାଂଚଳ ଲୋକଙ୍କ ସୁବିଧା ପାଇଁ ପୌରପରିଷଦ ଜରିଆରେ ବିଭିନ୍ନ ଯୋଜନା କରିଛନ୍ତି। ହେଲେ ପୌରପରିଷଦର ବିଭାଗୀୟ ଯନ୍ତ୍ରୀ କର୍ମଚାରୀ ଓ ଠିକାଦାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ […]
featured
ବିପନ୍ନଙ୍କୁ ମିଳୁନି ରିଲିଫ, ପଲିଥିନ, ଔଷଧ ଝିପ୍ଝିପ୍ ବର୍ଷାରେ ବଢୁଛି ବିପନ୍ନଙ୍କ ଦୁର୍ଦ୍ଦଶା କେନ୍ଦ୍ରାପଡାକୁ ଭାଜପା ସରକାରଙ୍କ ବୈମାତୃକ ମନୋଭାବ ପଟ୍ଟାମୁଣ୍ଡାଇ ୩୦/୭– କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳରେ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ଗତ କିଛି ଦିନ ଭିତରେ ଦୁଇ ଥର ବନ୍ୟା ଆସିବା ଫଳରେ ପଟ୍ଟାମୁଣ୍ଡାଇ ବ୍ଲକ ୧୪ଟି ପଂଚାୟତର ୫୫ଗାଁ ଜଳମଗ୍ନ ହୋଇଥିବା ବେଳେ ହଜାର ହଜାର ହେକ୍ଟର ଚାଷ ଜମିରେ ଫସଲ […]
ପଟ୍ଟାମୁଣ୍ଡାଇ ୩୦/୭ -ପଟ୍ଟାମୁଣ୍ଡାଇ ରେ ବନ୍ୟା ପରିସ୍ଥିତି ଅପରିବର୍ତିତ ରହିିଛି । ତେବେ ତୁହାକୁ ତୁହା ବର୍ଷା ବନ୍ୟା ବିପନ୍ନଙ୍କ ଦୁର୍ଦଶା ବୃଦ୍ଧି କରିଛି । ବୁଧବାର ସକାଳ ଠାରୁ ଲଗାଣବର୍ଷା ଲାଗି ରହିଛି ଓବ୍ରାହ୍ମଣୀ ନଦୀରେ ଦେଖା ଦେଇଥିବା ୨ୟ ବନ୍ୟାରେ ପଟ୍ଟାମୁଣ୍ଡାଇ ବ୍ଲକର ସିଂହ ଗାଁ, ଶ୍ରୀରାମପୁର, ଡାମରପୁର, ବଳଭଦ୍ରପୁର ଓ ବାଛରା ପଂଚାୟତର ଅନେକ ଗାଁ ବାହ୍ୟଜଗତରୁ ବିଛିନ୍ନ ହୋଇରହିଛି । ବୁଧବାର କେନ୍ଦ୍ରାପଡ଼ା […]
କେନ୍ଦ୍ରାପଡ଼ା, ୩୦/୭.- ଟ୍ରାଫିକ ନିୟମର କଡ଼ାକଡ଼ି ଅନୁପାଳନ ଓ ଏ ଦିଗରେ ବ୍ୟାପକ ସଚେତନତା ସୃଷ୍ଟି କରାଗଲେ ସଡ଼କ ଦୁର୍ଘଟଣା ବହୁ ପରିମାଣରେ ରୋକା ଯାଇପାରିବ ବୋଲି ବୁଧବାର କେନ୍ଦ୍ରାପଡା ଜିଲା କାର୍ଯ୍ୟାଳୟରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)ରବୀନ୍ଦ୍ର କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଡ଼କ ନିରାପତା କମିଟି ବୈଠକରେ ମତ ପ୍ରକାଶ ପାଇଛି। ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଅନୁଷ୍ଠିତ କମିଟି ବୈଠକରେ ଜିଲାର ସଡ଼କ ସୁରକ୍ଷା ସମ୍ବନ୍ଧୀୟ ସମସ୍ୟା, ଗମନାଗମନ, […]
କେନ୍ଦ୍ରାପଡ଼ା, ୩୦.୦୭. କେନ୍ଦ୍ରାପଡ଼ା ମୁଖ୍ୟ ଡାକ ଘର ସମେତ ଏହାର ଅଧୀନରେ ଥିବା ସମସ୍ତ ଉପ ଡାକ ଘର ଓ ଶାଖା ଡାକ ଘର ଆସନ୍ତା ୨ ଅଗଷ୍ଟ ଶନିବାର ଦିନ ସମସ୍ତ ସେବା ବନ୍ଦ ରହିବ । କେନ୍ଦ୍ରାପଡ଼ା ଡାକ ମଣ୍ଡଳର ଡାକ ଅଧିକ୍ଷକ ଦେବ ପ୍ରସାଦ ଶତପଥୀଙ୍କ ସୂଚନା ମୁତାବକ, ପୂର୍ବରୁ ବ୍ୟବହାର କରାଯାଉଥିବା ସାପ ସଫ୍ଟୱେର ବଦଳରେ ଡାକ ବିଭାଗ ନିଜସ୍ୱ ଜ୍ଞାନକୌଶଳରେ ଆଇଟି ୨.୦ […]
କେନ୍ଦ୍ରାପଡା ୩୦/୭ – କେନ୍ଦ୍ରାପଡା ଜିଲ୍ଲାରେ ଦ୍ୱିତୀୟ ବନ୍ୟା ପାଣି କେନ୍ଦ୍ରାପଡାକୁ ବେହାଲ କରିଛି । ବନ୍ୟା ପାଣିରେ ଉବୁଟୁବୁ ହେଉଥିବା ଘାଗରାଡିଆରେ ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍ ପହଞ୍ôଚ ମେଡିସିନ, ବ୍ଲିଚିଂ ଓ ହଲୋଜିନ ବଟିକା ବଣ୍ଟା ଯାଇଛି । ଚଳିତ ବର୍ଷ କେନ୍ଦ୍ରାପଡା ଜିଲ୍ଲାରେ ଦ୍ୱିତୀୟ ବନ୍ୟା ଜଳ ପ୍ରବେଶ କରିଛି, ବ୍ରାହ୍ମଣୀ, ବୈତରଣୀ,ଓ ମହାନଦୀ ରେ ବନ୍ୟା ଆସିବା ଦ୍ୱାରା କେନ୍ଦ୍ରାପଡା ଜିଲ୍ଲାର ବହୁ ଅଞ୍ଚଳ […]
ପଟ୍ଟାମୁଣ୍ଡାଇ ୨୯/୭- ଗତ କିଛି ଦିନ ଭିତରେ ବ୍ରାହ୍ମଣୀ ନଦୀରେ ଦୁଇ ଥର ବନ୍ୟା ଆସିବା ଫଳରେ ପଟ୍ଟାମୁଣ୍ଡାଇ ବ୍ଲକର ୧୪ଟି ପଂଚାୟତର ୫୫ଗାଁ ଜଳମଗ୍ନ ହୋଇଥିବା ବେଳେ ହଜାର ହଜାର ହେକ୍ଟର ଚାଷ ଜମିରେ ଫସଲ ଉଜୁଡି ଯାଇଛି । ପ୍ରଥମ ବନ୍ୟାପାଣି ଚାଷ ଜମିରୁ ସମ୍ପୂର୍ଣ୍ଣ ନଛାଡୁଣୁ ପୁଣି ସୋମବାର ଜଳସ୍ତର ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ପେଣ୍ଠପାଳ କୋଳଥିଆ ଆରଡି ରାସ୍ତାରେ […]
Kendrapara odisha pattamundai ୨୯/୭ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଶ୍ରୀରାମପୁର ପଂଚାୟତ ପାଳପାଟଣା ଗ୍ରାମର ଜଣେ (61 years old man died after washed away in flood water)ବ୍ୟକ୍ତି ବ୍ରାହ୍ମଣୀ ନଦୀ ବନ୍ୟା ଜଳରେ ଭାସିଯାଇ ମୃତ୍ୟୁ ବରଣ କରିଛନ୍ତି। ମୃତକ ଜଣକ ହେଲେ ଉପରିସ୍ଥ ଗ୍ରାମର ଦିନବନ୍ଧୁ ଧଳ (୬୧) ବୋଲି ଜଣାପଡିଛି। ବନ୍ୟା ସ୍ରୋତରେ ଭାସି ଯାଉଥିବା ବାଇକ ଚାଳକ […]
କେନ୍ଦ୍ରପଡା ୨୮/୭- ଏବେ ଶ୍ରାବଣ ମାସ ଚାଲିଛି। ଛୋଟ ପିଲାଠୁ ଆରମ୍ଭ କରି ବୟସ୍କ ମାନଙ୍କ ହାତରେ ଶ୍ରାବଣର କାଉଡ଼ି ଭାର। ଗୋଟିଏ ଲକ୍ଷ୍ୟ ଜଳାଭିଷେକ କରିବା ଓ ମାନସିକ ପୂରଣ କରିବା। ଭିନ୍ନ ଭିନ୍ନ ଭାବରେ କାଉଡ଼ିଆ ମାନେ ବାବା ଶଙ୍କରଙ୍କୁ ଜଳ ଲାଗି କରିଥାଆନ୍ତି। ଏଥିରୁ ଟିକିଏ ଭିନ୍ନ ଚିନ୍ତା କରି ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟର କର୍ମକର୍ତାଗଣ ଦିବ୍ୟାଙ୍ଗ ଭାଇ ମାନଙ୍କୁ ଏକତ୍ରିତ କରି ଜଳାଭିଷେକ […]
କେନ୍ଦ୍ରାପଡ଼ା,୨୮ା୭ :ଜିଲ୍ଲାସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ଜିଲ୍ଲା ସ୍ୱାସ୍ଥ୍ୟ ସମିତି, କେନ୍ଦ୍ରାପଡା ପକ୍ଷରୁ ସୋମବାର ଅପରାହ୍ନରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ତଥା ଜିଲ୍ଲା ମିଶନ ନିର୍ଦ୍ଦେଶକ ଡା. ମନୋରଞ୍ଜନ ରାଉତ ପୌରହିତ୍ୟ କରିଥଲେ। ପାଞ୍ଚ ପ୍ରକାର ହେପାଟାଇଟିସ – ଏ, ବି, ସି, ଡି ଏବଂ ଇ ଉପରେ ଉପସ୍ଥିତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ଗୌରାଙ୍ଗ […]

