ପଟ୍ଟାମୁଣ୍ଡାଇ ୨୧/୭ -ଶ୍ରାବଣ ମାସରେ ବିଭିନ୍ନ ଶୈବ ପୀଠରେ ଜଳାଭିଷେକ କରିବା ବୋଲବମ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥାଏ । ସାରା ରାଜ୍ୟର ବିଭିନ୍ନ ଅଂଚଳରେ ସକାଳ ଠାରୁ ରାତ୍ରୀ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବୋଲବମ ଭକ୍ତଙ୍କ ଶୋଭାଯାତ୍ରା ଚାଲିଥାଏ । ବୋଲବମ ଭକ୍ତମାନେ ଶୁଦ୍ଧପୁତ ଭାବେ ନୂତନ ଗେରୁଆ ବସ୍ତ୍ର ପରିଧାନ କରିବା ସହିତ କାନ୍ଧରେ ପାଣି ଭରା କଳସୀ ଧରି ଶୋଭାଯାତ୍ରାରେ ବିଭିନ୍ନ ଶୈବ ପୀଠକୁ ଯାତ୍ରା […]
featured
କେନ୍ଦ୍ରାପଡ଼ା,୨୧ା୭ :ମୌସୁମୀ ସାହିତ୍ୟ ଓ ସଂସ୍କୃତି ପରିଷଦ ଆନୁକୂଲ୍ୟରେ ସ୍ଥାନୀୟ ସାଂଧ୍ୟ୍ୟ ମହାବିଦ୍ୟାଳୟ ସଭା ଗୃହରେ କବି ଡ଼. ଶ୍ରୀଧର ସାମଲଙ୍କ ନୂତନ କବିତା ସଂକଳନ “ନିରବତାର ସେପାଖରେ’ର ଶୁଭ ଉନ୍ମୋଚନ ସହ ଏକ ଭବ୍ୟ ବର୍ଷା କବିତା ଆସର ଅନୁଷ୍ଠିତ ହୋଇଯାଇଛି। ପ୍ରଫେସର ନନ୍ଦ କିଶୋର ପରିଡାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ସମାରୋହରେ ସମ୍ପାଦକ ଡ଼ ଶ୍ରୀଧର ସାମଲ ସ୍ୱାଗତ ଭାଷଣ ଦେଇଥିବା ବେଳେ ମୁଖ୍ୟଅତିଥି ଭାବେ ବିଶିଷ୍ଠ […]
କେନ୍ଦ୍ରାପଡ଼ା,୨୧ା୭ :କେନ୍ଦ୍ରାପଡ଼ା ସହର ଦେଇ ଗଣ୍ଡାକିଆ ପର୍ଯ୍ୟନ୍ତ ବୋହି ଯାଇଥିବା ଗୋବରୀ କେନାଲ ବା କେନ୍ଦ୍ରାପଡା କେନାଲରୁ ଦଳ ସଫା ହେଉନାହିଁ। ଯାହା ଫଳରେ ତଳ ମୁଣ୍ଡୁକୁ ପାଣି ମାଡି ପାରୁନାହିଁ। ପାଣି ମାଡି ପାରୁ ନଥିବାରୁ ଚାଷୀମାନେ କେନାଲ ଜଳକୁ ଜମିରେ ବ୍ୟବହାର କରିପାରୁନାହାଁନ୍ତି। ଫଳରେ ପନିପରିବା ଚାଷ କରିବାରେ ସମସ୍ୟା ସୃଷ୍ଟି ହେଉଛି। ଚାଷୀମାନେ ବାଧ୍ୟହୋଇ ବିଲରେ ବୋରିଂ କରି ପାଣି ମଡାଉଛନ୍ତି। ତେଣୁ ଏତେ ବଡ଼ […]
କେନ୍ଦ୍ରାପଡା,୨୧ା୭: କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଧୋୟାଂଚଳ ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ, କାଣୀ ଆଦି ନଦୀର ତଟବର୍ତ୍ତୀ ଅଞ୍ଚଳବାସୀ ବର୍ଷା ଦିନ ଆସିଲେ ଭୟରେ କାଳାତିପାତ କରନ୍ତି। ଏହି ସବୁ ନଦୀରେ ପ୍ରାୟ ପ୍ରତିବର୍ଷ ବନ୍ୟା ହେଉଥିବାବେଳେ ଚଳିତ ବନ୍ୟା ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ତଥାପି ବନ୍ୟାର ସ୍ଥାୟୀ ପ୍ରତିକାର ଦିଗରେ ଦୃଢ଼ ପଦକ୍ଷେପ ନିଆଯାଇପାରିନାହିଁ। କେବଳ ସମ୍ଭାବ୍ୟ ବନ୍ୟାର କିଛିଦିନ ପୂର୍ବରୁ ଏବଂ […]
ପଟ୍ଟାମୁଣ୍ଡାଇ ୨୦/୭ – ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ଜୟ ହିନ୍ଦ ହାଇସ୍କୁଲ ୧୯୮୦ବ୍ୟାଚର ମେଧାବୀ ଛାତ୍ର ତଥା ଓଡିଶା ସରକାରଙ୍କ ପୂର୍ବତନ ଅଧିକାରୀ ନୂଆପଡା ଗ୍ରାମର ଦିବଂଗତ ବିମଳ ରାଉତଙ୍କ ଆତ୍ମାର ସଦଗତି ପାଇଁ ଅଣ୍ଢରା ଶ୍ରୀରାମ ମନ୍ଦିର ଠାରେ ୧୯୮୦ ବ୍ୟାଚ ପୁରାତନ ଛାତ୍ର ସଂସଦ ପକ୍ଷରୁ ପୂଜାପାଠ ଓ ସମୂହ ଦୀପଦାନ କରାଯାଇଛି । ପୁରାତନ ଛାତ୍ର ପ୍ରଦୀପ୍ତ କିଶୋର ବିଶ୍ୱାଳଙ୍କ ନେତୃତ୍ୱରେ ଆୟୋଜିତ ସମୂହ […]
ପଟ୍ଟାମୁଣ୍ଡାଇ ତା ୨୦/୭- ଚଳିତ ବ୍ରାହ୍ମଣୀ ବନ୍ୟାରେ ପଟ୍ଟାମୁଣ୍ଡାଇ ବ୍ଲକ ର ୧୪ଟି ପଂଚାୟତ ଓ ପୌରାଞ୍ଚଳର ୯ଟି ୱାର୍ଡ ବିଶେଷ ଭାବେ କ୍ଷତିଗସ୍ତ ହୋଇଛି । ଲୋକମାନେ ପ୍ରାୟ ୧ସପ୍ତାହ ଧରି ଜଳବନ୍ଦୀ ହୋଇ ଦୁର୍ଦଶା ଭୋଗ କରୁଥିବାବେଳେ ଗୃହ ପାଳିତ ପଶୁ ମାନେ ବିଲକୁ ଚାରିବାକୁ ଯାଇ ପାରୁନାହାନ୍ତି । ବନ୍ୟାଞ୍ଚଳର ଚାରିଆଡେ କୁମ୍ଭୀର ଦେଖା ଦେଉଥିବାରୁ ଲୋକମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ଏ ସମ୍ପର୍କରେ […]
ପଟ୍ଟାମୁଣ୍ଡାଇ ୨୦/୭-ପଟ୍ଟାମୁଣ୍ଡାଇ ଅଂଚଳରେ ଦେଖା ଦେଇଥିବା ବନ୍ୟା ପରିସ୍ଥିତିରେ ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି ।ବନ୍ୟା ଅଂଚଳ ଚାଷଜମି ଜଳମଗ୍ନ ରହିଛି । ହଜାର ହଜାର ଏକର ଚାଷ ଜମି (Farmland) ବନ୍ୟାଜଳରେ ବୁଡି ରହିଥିବାରୁ ପନିପରିବା Vegetable ସମେତ ବିଭିନ୍ନ ଫସଲହାନୀ Crop damage ଘଟିଛି । ଗୃହପାଳିତ ପ୍ରାଣୀ Domestic animal ଚରିବା ପାଇଁ ଯାଉପାରୁ ନାହାଁନ୍ତି । ଗୋଖାଦ୍ୟ ଅଭାବରୁ ବନ୍ୟା ଘେରରେ ଥିବା […]
kendrapara20/7-: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ସ୍ୱାମୀ ଶିବାନନ୍ଦ ସରସ୍ୱତୀଙ୍କର ୬୨ତମ ପୂଣ୍ୟତିଥି ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ପ୍ରାତଃ ନଗର ସଙ୍କୀର୍ତ୍ତନ ଏବଂ ଶ୍ରୀ ଦିବ୍ୟ ବଳଦେବଜୀଉ ଓ ଶ୍ରୀଦିବ୍ୟେଶ୍ୱର ମହାଦେବଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ପରେ ଆଶ୍ରମର ପରାମାଧ୍ୟକ୍ଷା ଶ୍ରୀ’ମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଶ୍ରଦ୍ଧାଳୁମାନଙ୍କ ଗହଣରେ ଗୁରୁଦେବଙ୍କର ପାଦପୂଜା କରିଥିଲେ। ଏହାପରେ ବିଶ୍ୱବନ୍ଦ୍ୟ ସନ୍ଥ ସ୍ୱାମୀ ଶିବାନନ୍ଦ ସରସ୍ୱତୀଙ୍କର ଦର୍ଶନତତ୍ୱ ତଥା […]
ପଟ୍ଟାମୁଣ୍ଡାଇ୨୦/୭-ପଟ୍ଟାମୁଣ୍ଡାଇ ବାଇପାସ ଆମ୍ବେଦକର ପ୍ରତିମୂର୍ତି ନିକଟରେ ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ବାଲେଶ୍ୱର ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ମହମବତୀ ଶୋଭାଯାତ୍ରା ଶନିବାର ଅନୁଷ୍ଠିତ ହୋଇଯଅଇଛି । ଏଥିରେ ବଳଙ୍ଗା ନାବାଳିକା ଛାତ୍ରୀଙ୍କୁ ଦୁବୃର୍ତ ମାନେ ଜିଅନ୍ତା ଜାଳିଦେବା ଓ ସମ୍ବଲପୁର ଗଙ୍ଗାଧର ମେହେର କଲେଜ ଛାତ୍ରୀଙ୍କ ଯୌନ ଶୋଷଣ ମାମଲାର ବିଧିବଦ୍ଧ ତଦନ୍ତ କରି ଅଭିଯୁକ୍ତମାନଙ୍କୁ କଠୋର ଦଣ୍ଡ ବିଧାନ ଦାବୀ କରାଯାଇଥିଲା […]
ପ୍ରବଚନ ମାଧ୍ୟମରେ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର କରୁଥିଲେ କେନ୍ଦ୍ରାପଡ଼ା,୧୯ା୭ :ସନାତନ ଧର୍ମ ପାଇଁ ଦୀର୍ଘ ୫୦ ବର୍ଷ ଧରି ଅବିରତ ସେବାରେ ନିୟୋଜିତ ଥିବା ୮୩ ବର୍ଷୀୟ ବୃଦ୍ଧ ଗୋସ୍ୱାମୀ ଅନାମ ଚରଣ ଦାଶଙ୍କୁ ରାଜସ୍ଥାନର ଜୟପୁରରେ ଜଗନ୍ନାଥ ସେବା ସମ୍ମାନରେ ସମ୍ମାନିତ କରାଯାଇଛି। ଓଡ଼ିଶାର କେନ୍ଦ୍ରାପଡ଼ା ଜିଲ୍ଲାର ଗରଦପୁର ବ୍ଲକର ବ୍ରହ୍ମପୁର ଗ୍ରାମର ବିଶିଷ୍ଟ ସନାତନ ଧର୍ମ ବେଦାନ୍ତ ଓ ପୌରାଣିକ ଆଚାର୍ଯ୍ୟ ଗୋସ୍ୱାମୀ ଅନାମ ଚରଣ […]

