ଛାତ୍ରୀଙ୍କୁ ଅସଦାଚରଣ କରି ଯୁବକ ଗିରଫ

blank
କେନ୍ଦ୍ରାପଡ଼ା,୨୪ା୫:କେନ୍ଦ୍ରାପଡ଼ା ସଦର ଥାନା ଅଞ୍ଚଳର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ ସଂପୃକ୍ତ ଛାତ୍ରୀଙ୍କୁ ରାସ୍ତାଘାଟରେ ହଇରାଣ ହରକତ କରୁଥିଲେ। ଏହାସହ ତାଙ୍କୁ ଅସଦାଚରଣ କରୁଥିଲେ। ଏ ନେଇ ଛାତ୍ରୀଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯିବା ପରେ ସେହି ଅଭିଯୋଗକୁ ଭିତ୍ତିକରି ପୋଲିସ ଥାନା କେଶ ନମ୍ବର -୩୧୯/୨୦୨୬ରେ ଏକ ମାମଲା ରୁଜୁ କରି ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ସଦରଥାନା ଅଧିକାରୀ ପଦ୍ମାଳୟା ପ୍ରଧାନ କହିଛନ୍ତି।

Next Post

ପେଟ୍ରୋଲ ଓ ଡିଜେଲ ମୂଲ୍ୟବୃଦ୍ଧି ପ୍ରତିବାଦ କେନ୍ଦ୍ରାପଡା ଜିଲ୍ଲା ଯୁବ ଓ ଛାତ୍ର ବିଜେଡିର ବିକ୍ଷୋଭ

Mon May 25 , 2026
କେନ୍ଦ୍ରାପଡ଼ା,୨୫ା୫:ପେଟ୍ରୋଲ ଓ ଡିଜେଲର ଅହେତୁକ ମୂଲ୍ୟ ବୃଦ୍ଧିକୁ ନେଇ କେନ୍ଦ୍ରାପଡା ଯୁବ ଛାତ୍ର ବିଜେଡି ପକ୍ଷରୁ ତୀବ୍ର ପ୍ରତିବାଦ କରାଯାଇଛିା ଜିଲ୍ଲା ଯୁବ ବିଜେଡି ସଭାପତି ରାଜେଶ ଦାସଙ୍କ ନେତୃତ୍ୱରେ ଶହ ଶହ ଯୁବ ଓ ଛାତ୍ର ବିଜେଡି କର୍ମୀମାନେ କେନ୍ଦ୍ରାପଡା ସହରର ତିନିମୁହାଣୀ ପେଟ୍ରୋଲ ପମ୍ପ ନିକଟରେ ପ୍ରତିବାଦ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କେନ୍ଦ୍ର ଓ ରାଜ୍ୟ ବିଜେପି ଅପାରଗ ଡବଲ ଇଞ୍ଜିନ୍ ସରକାର ସମୟରେ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading